କରତକଳ ଉପରେ ଚଢ଼ାଉ: ୩ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ବନ୍ତ,୩୦।୭(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଧୀନ କୁଆଂଶମଢ଼ିଆଠାରେ ବେଆଇନ ଭାବେ ଚାଲୁଥିବା ଏକ କରତକଳ ଉପରେ ମଙ୍ଗଳବାର ସକାଳେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏସିଏଫ୍‌ ବିରାଜ ମୋହନ ମହାନ୍ତି, ମାଜିଷ୍ଟ୍ରେଟ ବିଶ୍ୱନାଥ ବିଶ୍ୱାଳ ଓ ଭଦ୍ରକ ରେଞ୍ଜର ରଣଜିତ ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍‌ ଚଢ଼ାଉକରି ୩ ଲକ୍ଷ ଟଙ୍କାର ଯନ୍ତ୍ରାଂଶ ସହ ୫୦ ହଜାର ଟଙ୍କାର କାଠ ଜବତ କରିଛନ୍ତି । ଜେସିବି ଲଗାଇ କରତକଳ ଚାଲିଥିବା ସମ୍ପୂର୍ଣ୍ଣ ସ୍ଥାନକୁ ଭାଙ୍ଗି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ…

ବିବାହିତ ମହିଳାଙ୍କୁ ପ୍ରେମ କରୁଥିଲେ ୨ ଯୁବକ, ଜଣାପଡିବା ପରେ ଖଣ୍ଡାଯୁଦ୍ଧ, ପୂରା ଘଟଣା ଜାଣିଲେ…

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri