Posted inଜାତୀୟ

କରତାରପୁର କରିଡର ଉଦ୍‌ଘାଟନ କରି ନିଜକୁ ଭାଗ୍ୟବାନ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୯।୧୧: ଶେଷରେ ଶିଖ ସମ୍ପ୍ରଦାୟର ବହୁ ବର୍ଷର ଆଶା ପୂରଣ ହୋଇଛି। ୫୫୦ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ଐତିହାସିକ କରତାରପୁର କରିଡର ଭେଟି ଦେଇଛନ୍ତି। କାରଣ ଏହାଦ୍ୱାରା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଶା ପୂରଣ ହେବ। ତେବେ ଏହାର ଉଦ୍‌ଘାଟନ କରିବା ବେଳେ ନିଜକୁ ଭାଗ୍ୟବାନ ବୋଲି କହିଛନ୍ତି ମୋଦି। ଏହି ଉଦ୍‌ଘାଟନୀ ଉତ୍ସବରେ ମୋଦିଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ କେତେଜଣ ଏମ୍‌ପି, ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri