କରତାର୍‌ପୁର ଭିଡ଼ିଓ ଜାରି କଲା ପାକିସ୍ତାନ: ୩ ଖଲିସ୍ତାନୀଙ୍କ ଫଟୋ

ଇସଲାମାବାଦ୍‌,୬।୧୧: ପାକିସ୍ତାନ ପକ୍ଷରୁ କରତାର୍‌ପୁର ସମ୍ପର୍କିତ ଏକ ଭିଡ଼ିଓ ଜାରି କରିଛି। ଏଥିରେ ୧୯୮୪ ଜୁନରେ ଅମୃତସରଠାରେ ଥିବା ସ୍ବର୍ଣ୍ଣମନ୍ଦିରରେ ହୋଇଥିବା ବ୍ଲୁଷ୍ଟାର ଅପରେଶନରେ ମୃତ୍ୟୁ ଘଟିଥିବା ଖଲିସ୍ତାନୀ ଉଗ୍ରବାଦୀଙ୍କ ଫଟୋ ରହିଛି। ଭିଡ଼ିଓରେ ଜର୍ନାଇଲ୍‌ ସିଂ ଭିନ୍ଦରଓ୍ବାଲେ, ମେଜର ଜେନେରାଲ ଶାହବେଗ୍‌ ସିଂ ଏବଂ ଅମରିକ୍‌ ସିଂ ଖାଲ୍‌ସାଙ୍କ ଫଟୋ ରହିଛି। ଭିନ୍ଦରଓ୍ବାଲେ ଦାମ୍‌ଦାମି ଶିଖ୍‌ ସମ୍ପ୍ରଦାୟ ମୁଖ୍ୟ ଥିଲେ। ଶାହବେଗ୍‌ ଜଣେ ସେନା ଜେନେରାଲ ଥିଲେ। ସେ ଦୁର୍ନୀତି ଅଭିଯୋଗରେ କୋର୍ଟ ମାର୍ଶଲ ହୋଇଥିଲେ। ଏହାପରେ ସେ ୧୯୮୪ରେ ଖଲିସ୍ତାନ ମୁଭ୍‌ମେଣ୍ଟରେ ଯୋଗଦେଇଥିଲେ। ସେହିପରି ଖାଲ୍‌ସା ଜଣେ ଛାତ୍ର ନେତା ଥିଲେ। ଏହି ଭିଡ଼ିଓକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ…

ରାଷ୍ଟ୍ରପତି ଭବନରେ ଓଡ଼ିଆ ସଂସ୍କୃତିର ଝଲକ: ଚିରସ୍ରୋତାଙ୍କ ‘ଆହେ ନୀଳ ଶଇଳ’ ନୃତ୍ୟରେ…

ସାକ୍ଷୀଗୋପାଳ,୧୮ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପ୍ରତିଟି ଓଡ଼ିଆ ଘରର ପାରମ୍ପରିକ ରଜ ଉତ୍ସବର ମାହୋଲ ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ଦେଖିବାକୁ ମିଳିଛି। ତିନି ଦିନ ବ୍ୟାପି ରଙ୍ଗାରଙ୍ଗ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri