Posted inଜାତୀୟ

କରମ୍‌ବୀର ସିଂ ନୌସେନା ମୁଖ୍ୟ

ନୂଆଦିଲ୍ଲୀ, ୧ା୬ : ଦେଶର ୨୪ତମ ନୌସେନା ମୁଖ୍ୟଭାବେ ଆଡମିରାଲ୍‌ କରମବୀର ସିଂ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଡ଼ମିରାଲ୍‌ ସୁନୀଲ ଲାନ୍‌ବା ଅବସର ନେଲା ପରେ ସେ ଏହି ଗୁରୁଦାୟିତ୍ୱ ତୁଲାଇବେ। ଆଡମିରାଲ୍‌ ସିଂ ବିଶାଖାପାଟଣାସ୍ଥିତ ମୁଖ୍ୟାଳୟରେ ଇଷ୍ଟର୍ନ ନାଭାଲ୍‌ କମାଣ୍ଡ୍‌ର ଫ୍ଲାଗ୍‌ ଅଫିସର କମାଣ୍ଡିଂ-ଇନ୍‌-ଚିଫ୍‌ଭାବେ କାର୍ଯ୍ୟ କରୁଥିଲେ। ଜଣେ ବରିଷ୍ଠ ନୌସେନା ଅଧିକାରୀ ଓ ପ୍ରଥମ ନୌସେନା ପାଇଲଟ୍‌ଭାବେ ସେ ଜଣାଶୁଣା। ନୌସେନାର ବିଭିନ୍ନ ପଦପଦବୀରେ ସେ କାର୍ଯ୍ୟ କରିଛନ୍ତି।
ନିଯୁକ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲା। ଭାଇସ୍‌ ଆଡମିରାଲ୍‌ ବିମଲ୍‌ ଶର୍ମା ନିଜକୁ ବରିଷ୍ଠ ବୋଲି କହି ତାଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ୍‌ କରିବା ସହ ଆର୍ମଡ୍‌ ଫୋର୍ସ ଟ୍ରିବ୍ୟୁନାଲ୍‌(ଏଏଫ୍‌ଟି)ରେ ପିଟିଶନ୍‌ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍ ।…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri