କରାଟରେ ସୋମନାଥଙ୍କୁ ସ୍ବର୍ଣ୍ଣ

ଭଞ୍ଜନଗର,୧୯।୯(ଡି.ଏନ.ଏ.)- କଟକ ଜବହାରଲାଲ ନେହେରୁ ଇନ୍‌ଡ଼ୋର ଷ୍ଟାଡ଼ିୟମରେ ଗତ ୧୪ ଓ ୧୫ ତାରିଖ ୨ଦିନ ଧରି ୭ମ ସର୍ବଭାରତୀୟ (ଟିଏସ୍‌କେଏଫ୍‌ଆଇ) କରାଟେ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗରର ସୋମନାଥ ସେଠୀ କାଟା ଓ କୁମୁତେରେ ସ୍ବର୍ଣ୍ଣ ପଦକ ପାଇଛନ୍ତି। ବିଗତ କିଛିବର୍ଷ ହେବ ସୋମନାଥ କରାଟେ ଅଭ୍ୟାସ କରିବା ସହ ଭୁବନେଶ୍ୱରରେ ତାଲିମ ନେଇଥିଲେ। ଏହାପରେ ରାଜ୍ୟ ଓ ରାଜ୍ୟ ବାହାରେ ଅନେକ ପ୍ରତିଯୋଗିତାରେ ଭାଗ ନେଇ ପୁରସ୍କୃତ ହୋଇଛନ୍ତି। ସୋମନାଥ ବର୍ତ୍ତମାନ ଭଞ୍ଜନଗର ସାଈ ଗୁରୁକୂଳ ଆବାସିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ କରାଟେ ଶିକ୍ଷାଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଚାଲିଛି ଚଢାଉ

ସମ୍ବଲପୁର,୨୩।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି (ସିଏଡିଏ) ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ. ପଦ୍ମଲୋଚନ ନାୟକଙ୍କ ବିରୋଧରେ…

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା…

ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ

ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ…

ଶିକ୍ଷାବିତ୍‌ଙ୍କ ଅକାଳ ବିୟୋଗ: ଚକ୍ଷୁ ଦାନ କରି ସାଜିଲେ ଉଦାହରଣ

ନୂଆପଡ଼ା/ସିନାପାଲି,୨୩ା୬(ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଅଞ୍ଚଳର ଶିକ୍ଷାବିତ୍‌ ଜଗନ୍ନାଥ ନାୟକଙ୍କ ୫୨ ବର୍ଷ ବୟସରେ ରବିବାର ଅକାଳ ବିୟୋଗ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ…

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼…

ବିକ୍ରି ନ ହୋଇ ଖୋଲା ଆକାଶ ତଳେ ପଡିରହିଛି ଧାନ: ମାଡ଼ି ଆସିଲା ବର୍ଷା

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ କରିବା ସମୟ ଆସି ଯାଇଛି। ହେଲେ ଟୋକନ ସମସ୍ୟା ଯୋଗୁ ଏପର୍ଯ୍ୟନ୍ତ ରବିରେ ଅମଳ ଧାନକୁ ଅନେକ ଚାଷୀ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri