କରିନାଙ୍କୁ ଡେଟ୍‌ କରିବା ସମୟରେ ରାଣୀ ଦେଇଥିଲେ କିଛି ଉପଦେଶ: ଶୈଫ

ମୁମ୍ବାଇ: ବଲିଉଡ୍‌ର ଆଇଡିଆଲ୍‌ କପୁଲ ଭାବେ ବେଶ୍‌ ଜଣାଶୁଣା କରିନା କପୁର ଖାଁ ଓ ଶୈଫ ଅଲ୍ଲି ଖାଁ। ଏମାନଙ୍କ ଯୋଡିକୁ ନେଇ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ନିକଟରେ ନିଜର ରିଲେଶନକୁ ନେଇ ଖୋଲା ଖୋଲି କଥା ହୋଇଛନ୍ତି ଶୈଫ। କରିନାଙ୍କ ରେଡିଓ ଶୋ’ ସିଜନ -୨ରେ ଶୈଫ କରିନାଙ୍କ ସହ କରିଥିବା ଡେଟିଂକୁ ନେଇ କଥା ହୋଇଛନ୍ତି। ଶୈଫ କହିଛନ୍ତି ଯେତେବେଳେ ସେ କରିନାଙ୍କୁ ଡେଟିଂ କରୁଥିଲେ ସେତେବେଳେ ବଲିଉଡ୍‌ର ନାୟିକା ରାଣୀ ମୁଖାର୍ଜୀ ତାଙ୍କୁ କହିଥିଲେ କେବେବି ତୁମେ ଦୁହେଁ କେହି କାହାଠାରୁ କମ୍‌ ବୋଲି ଭାବିବ ନାହିଁ। ଏହାପରେ ଶୈଫ ତାଙ୍କ ମାତାପିତାଙ୍କ ସମ୍ପର୍କକୁ ନେଇ କଥା ହୋଇଥିଲେ। ସେ କହିଥିଲେ ତାଙ୍କ ମା’ ଶର୍ମିଳା ଟାଗୋର ଓ ପିତା ମନସୁର ଅଲ୍ଲି ଖାଁ ପଟୌଦିଙ୍କ ସମ୍ପର୍କ ପରେ ଏବେ ବିରାଟ କୋହଲି ଓ ଅନୁଷ୍କା ଶର୍ମାଙ୍କ ଯୋଡି ତାଙ୍କୁ ବେଶ୍‌ ପସନ୍ଦ ଆସେ। ଏମାନେ ତାଙ୍କ ମାତାପିତାଙ୍କ ଭଳି ଜଣେ କ୍ରିକେଟର ହୋଇଥିବା ବେଳେ ଅନ୍ୟଜଣେ କଳାକାର ଆଉ ଏମାନଙ୍କ ଯୋଡି ମଧ୍ୟ ଖୁବ୍‌ ଭଲ। ଶୈଫ କୁହନ୍ତି ତାଙ୍କ ମାତାପିତା ଅଲଗା ଅଲଗା ପ୍ରଫେଶନର ହୋଇ ମଧ୍ୟ ଜଣଙ୍କ ପାଇଁ କେତେବେଳେ ଅନ୍ୟ ଜଣଙ୍କ କାମରେ ବାଧା ସୃଷ୍ଟି ହେବା ସେ କେବେ ଦେଖି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌: RBIର କଲା ଘୋଷଣା!

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୦୨୭ ଏପ୍ରିଲ ୧ ତାରିଖରୁ ୧୦ ଓ ୨୦ ଟଙ୍କିଆ ନୂଆ ପଲିମର (ପ୍ଲାଷ୍ଟିକ) ନୋଟ୍‌ର ପାଇଲଟ ପ୍ରୋଜେକ୍ଟ ବା…

UAEଠାରୁ ହାରିଲା ଭାରତ: ନିରାଶାଜନକ ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ନିରାଶାଜନକ ପ୍ରଦର୍ଶନ ଜାରି ରହିଛି। UAE ବିପକ୍ଷ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ପରାସ୍ତ ହୋଇଛି। ଏହା ସହିତ…

ଗଞ୍ଜାମ ବନ୍ୟାରେ ମାନବିକତାର ପରିଚୟ ଦେଲେ ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର, ୩୧।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନଏସଏସ) କୋ-ୟୁନିଟ୍‌ର…

ବିଦ୍ୟୁତ ଉପଭୋକ୍ତାଙ୍କୁ ଝଟ୍‌କା! ନଭେମ୍ୱର ୧ରୁ ବଢିବ ଇଲେକ୍ଟ୍ରି ବିଲ୍‌, ପ୍ରତି କିଲୋଓ଼୍ବାଟ୍‌ ପିଛା ଲାଗିବ…

ନୂଆଦିଲ୍ଲୀ,୩୧।୧୦: ରାଜ୍ୟରେ ବିଜୁଳି ସଂଯୋଗ (Electricity Connection) ମହଙ୍ଗା ହୋଇଯାଇଛି ଏବଂ ନଭେମ୍ୱର ୧ ରୁ ନୂଆ ଦର ଲାଗୁ ହେବ। ନୂଆ ବିଜୁଳି ସଂଯୋଗ ପାଇଁ…

ଧରିତ୍ରୀ ପ୍ରଭାବ: ୨୪ ଦିନ ପରେ ଖୋଲିଲା ହାତୀଲିମୁଣ୍ଡା ୟୁପି ସ୍କୁଲ

ଅମରପାଲି,୩୧ା୧୦(ପୀତାମ୍ବର ସାହୁ):ଶେଷରେ ଅଭିଭାବକଙ୍କ ଦାବି ପୂରଣ ହେବା ସହ ୨୪ ଦିନ ପରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବହଳପଦର କ୍ଲଷ୍ଟର ଅନ୍ତର୍ଗତ ହାତୀଲିମୁଣ୍ଡା ଉଚ୍ଚ ପ୍ରାଥମିକ…

ଭାରତକୁ ହରାଇବାର ଖୁସି ମନାଇଲେ ପାକ ପ୍ରଧାନମନ୍ତ୍ରୀ: ସୋସିଆଲ ମିଡିଆରେ ଲେଖିଲେ ଏମିତି, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୩୧।୧୦: ହଂକଂ ସିକ୍ସେସ୍‌ରେ ଅକ୍ଟୋବର ୩୦ ତାରିଖରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯାଇଥିଲା। ଏହି ମୁକାବିଲାରେ ପାକିସ୍ତାନ ୪ ଉଇକେଟ୍‌ରେ ବିଜୟୀ ହୋଇଥିଲା। ହଂକଂ…

ନଭେମ୍ବର ୧ରୁ ନୂଆ ନିୟମ: NHAIର ନୂଆ ପାସ୍‌କୁ ନେଇ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୩୧।୧୦: ଜାତୀୟ ରାଜପଥ ପ୍ରାଧିକରଣ (NHAI) ସ୍ଥାନୀୟ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେବାକୁ ଯାଇ ୧ ନଭେମ୍ବର ୨୦୨୬ରୁ କନସେସନାଲ ଆନୁଆଲ ଲୋକାଲ ପାସ (Concessional Annual…

ଜଳବନ୍ଦୀ ଗ୍ରାମରେ ପହଞ୍ଚିଲା ରିଲିଫ ସାମଗ୍ରୀ: ଲୋକଙ୍କ ଦୁଃଖ ବୁଝିଲେ ବିଧାୟକ

ଗଞ୍ଜାମ,୩୦।୧୦ (ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଲଗାଣ ବର୍ଷା ଓ ଋଷିକୂଲ୍ୟା ନଦୀର ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?