Posted inଜାତୀୟ

କରୁଣାନିଧିଙ୍କ ସମ୍ମାନାର୍ଥେ ନିର୍ମାଣ ହେବ ମନ୍ଦିର

ଚେନ୍ନାଇ,୨୭।୮: ଡିଏମକେର ପ୍ରତିଷ୍ଠାତା ତଥା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏମ୍‌ କରୁଣାନିଧିଙ୍କ ସମ୍ମାନରେ ଏକ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଏହି ମନ୍ଦିର ନାମ ‘ଟେମ୍ପଲ୍‌ ଅଫ୍‌ ରାସ୍‌ନାଲିଟି’ ରଖାଯାଇଛି। ମନ୍ଦିର ନିର୍ମାଣ ପାଇଁ ୩୦ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି। ନାମକ୍କଲ ଜିଲାର କୁଚିଗଡୁ ଗ୍ରାମରେ ଏହି ମନ୍ଦିର ନିର୍ମାଣ କରାଯିବ। ଏଥିପାଇଁ ଭୂମି ପୂଜନ କରାଯାଇଛି। ଅରୁନ୍ଥାଥିଆର୍‌ ନାମକ ଦଳିତ ସମୁଦାୟର ଲୋକମାନେ ମନ୍ଦିର ନିର୍ମାଣ କରୁଥିବା ସୂଚନା ମିଳିଛି। କରୁଣାନିଧି ମୁଖ୍ୟମନ୍ତ୍ରୀ ଥିବାବେଳେ ଏହି ସମ୍ପ୍ରଦାୟକୁ ଆରକ୍ଷଣ ସୁବିଧା ଉପଲବ୍ଧ କରାଇଥିଲେ। ସୂଚନାଯୋଗ୍ୟ, ପୂର୍ବରୁ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ପ୍ରଶଂସକମାନେ ମଧ୍ୟ ତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri