କରୋନା UPDATE: ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ହଜାର ୯୭୬, ଭାରତରେ ୧୯୬୫, ଓଡ଼ିଶାରେ ୫ ପଜିଟିଭ

ଭୁବନେଶ୍ୱର,୨।୪(ବ୍ୟୁରୋ): ସମଗ୍ର ବିଶ୍ୱ ଏବେ ମହାମାରୀ କରୋନା କବଳରେ। ବୁଧବାର ୨୦୩ ଦେଶ ଏବଂ ଦୁଇଟି ଜାହାଜରେରେ କରୋନା ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହା ସମାନ ରହିଛି। ସେହିଭଳି ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୬୨ହଜାର ୪୯୫ଜଣ ଥିବା ବେଳେ ୯ଲକ୍ଷ ୩୭ ହଜାର ୯୭୬ରେ ପହଞ୍ଚିଛି। ମୃତକ ସଂଖ୍ୟା ୪୨୬୧୦ ଥିବା ବେଳେ ଗୁରୁବାର ଏହା ୪୭୨୭୯ରେ ପହଞ୍ଚିଛି। ସେହିଭଳି ଭାରତରେ ଗୁରୁବାର ୧୯୬୫ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମୃତକଙ୍କ ସଂଖ୍ୟା ୫୦ ଛୁଇଁଛି। କରୋନାର ଲକ୍ଷଣ ଜ୍ୱର, କାଶ, ଶ୍ୱାସକଷ୍ଟ। ଏହା ୨ରୁ ୧୪ ଦିନ ମଧ୍ୟରେ ଏହା ନିଜକୁ ଜାହିର କରେ। ଏଥିରେ ଆକ୍ରାନ୍ତ ୯୫% ସୁସ୍ଥ ହେବାର ସମ୍ଭାବନା ରହିଥିବା ବେଳେ ୫%ଙ୍କ ଜୀବନ ହାନିର ସମ୍ଭାବନା ରହିଛି। ବିଶ୍ୱର ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ୬ଲକ୍ଷ ୯୫ହଜାର ୩୩୮ଜଣ ପ୍ରାଥମିକ ଲକ୍ଷଣରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ୯୫% ସାଧାରଣ ଲକ୍ଷଣ ରହିଛି। ମାତ୍ର ୫%ଙ୍କ ପରିସ୍ଥିତି ଗମ୍ଭୀର ରହିଛି। ସେହିଭଳି ରାଜ୍ୟରେ ୯୦୦ ନମୂନା ପରୀକ୍ଷା ପାଇଁ ଯାଇଥିବା ବେଳେ ସେଥିରୁ ପଜିଟିଭ-୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri