କରୋନା: ଅରେଞ୍ଜ ଜୋନ୍‌ରେ କଟକ

କଟକ ଅଫିସ୍‌,୨୬।୪-କରୋନା ସଂକ୍ରମଣ ଅନୁଯାୟୀ ଅଞ୍ଚଳଗୁଡ଼ିକୁ ବିଭିନ୍ନ ରଙ୍ଗରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍‌, ଅରେଞ୍ଜ ଏବଂ ଗ୍ରୀନ୍‌। ଏଥିରୁ କଟକ ଅରେଞ୍ଜ ଜୋନ୍‌ରେ ଥିବା ନେଇ ଶନିବାର ପ୍ରକାଶ କରିଛି କଟକ ମହାନଗର ନିଗମ। ଏପ୍ରିଲ୍‌ ୩ରେ ସହରରେ ଏକ ମାତ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତାଙ୍କୁ କଟକ ସ୍ଥିତ ଅଶ୍ୱିନୀ କୋଭିଡ୍‌ ହସ୍ପିିଟାଲ୍‌ରେ ଚିକିତ୍ସା କରାଯାଇଥିଲା। ୧୦ ତାରିଖରେ ସେ ସୁସ୍ଥ ହୋଇଥିଲେ। ଏହା ପରଠୁ କଟକରେ ଆଉ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ପ୍ରଥମ ଆକ୍ରାନ୍ତଙ୍କ ଚିହ୍ନଟ ପରେ ପଟାପୋଲକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ହେଲେ ସେ ସୁସ୍ଥ ହେବା ପରେ କଣ୍ଟେନ୍‌ମେଣ୍ଟ ଜୋନ୍‌କୁ ମଧ୍ୟ ହଟାଇ ଦିଆଯାଇଥିଲା। କୌଣସି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ଯୋଗୁ କଟକକୁ ଅରେଞ୍ଜ ଜୋନ୍‌ରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri