କରୋନା କଟକଣା ବେଳେ ଚାଲିଛି ଜୁଆଖେଳ: ଧରାପଡିଲେ ୪

ରୂପ୍‌ସା, ୨୯।୩(ଡି.ଏନ.ଏ.)-କରୋନା କଟକଣା ସତ୍ତ୍ୱେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଛମନଖୁଣ୍ଟା ଅଞ୍ଚଳରେ ଗାଁ ପୋଖରୀ ହୁଡ଼ାରେ ଅବାଧରେ ଜୁଆ ଖେଳ ଚାଲିଥିବା ଅଭିଯୋଗ ହୋଇଥିଲା। ଶନିବାର ରାତିରେ ପୋଲିସ ଚଢ଼ାଉ କରି ଜୁଆ ଆଡ୍ଡାରୁ ୪ଜଣଙ୍କୁ ଗିରଫ କରିବା ସହ ଘଟଣାସ୍ଥଳରୁ ଗୋଟିଏ ବାଇକ୍‌ (ନଂ. ଓଡ଼ି୦୧ଏସ୍‌-୦୧୪୯), ୩ଟି ମୋବାଇଲ, ନଗଦ ୧୧ଶହ ୨୦ଟଙ୍କା ସହ ଜୁଆପାଲି ଜବତ କରିଛି। ଗିରଫ ଅଭିଯୁକ୍ତ ହେଲେ ଲଛମନଖୁଣ୍ଟା ଗ୍ରାମର ଅବଦୁଲ ରଫିକ ଖାଁ, ହନିଫ ଖାଁ, ସାଫିର ମଲିକ ଓ ସିଦିକ ଖାଁ। ଏନେଇ ରବିବାର ଏକ ମାମଲା (ନଂ. ୨୬/୨୦) ରୁଜୁ ହୋଇଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଯାଇଛି। ଆଇଆଇସି ବିଶ୍ୱଜ କୁମାର ରାଉତରାୟ ସଦଳବଳେ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri