କରୋନା ଗାଁର ଦୁଃଖ: ଲୋକେ ଆସିବାକୁ ଡରୁଛନ୍ତିି !

ଲକ୍ଷ୍ନୌ,୩୦।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଉତ୍ତରପ୍ରଦେଶର କରୋନା ଗାଁର ଗ୍ରାମବାସୀଙ୍କ ଦୁଃଖ କହିଲେ ନ ସରେ। ତାଙ୍କ ଗାଁ ନାମ ଥିବା ଏଭଳି ଏକ ମହାମାରୀ ଯେ ଦିନେ ଦୁନିଆରେ ଆତଙ୍କ ସୃଷ୍ଟି କରିବ ତାହା ସେମାନେ କେବେ ମଧ୍ୟ ଚିନ୍ତାକରି ନ ଥିଲେ। ଏବେ ବାହାରର ଲୋକେ ତାଙ୍କ ଗାଁକୁ ଆସିବାକୁ ଡରୁଥିବା ଗ୍ରାମବାସୀ କହିଛନ୍ତି। ଗାଁଟି ସୀତାପୁର ଜିଲାରେ ରହିଛି। କରୋନା ଆତଙ୍କପରେ ଗାଁ ଲୋକେ ଏହାର ନାମ ପରିବର୍ତ୍ତନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅନୁରୋଧ କରିବା ଲାଗି ଯୋଜନା କରିଛନ୍ତି। ଏବେ ଏହି ଗାଁ ସୋସିଆଲ୍‌ ମିଡ଼ିଆରେ ନିଜ ନାମକୁ ନେଇ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri