କରୋନା ଗ୍ରାଫ୍‌ କମିଲେ ବି ଲିଭୁନି ଜୁଇ ନିଆଁ: ୨୪ ଘଣ୍ଟାରେ ୪,୫୨୯ ମୃତ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ କମ୍‌ ରହିଛି। ଏହି ସମୟ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୭ ହଜାର ୩୩୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୫୨୯ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ କାଠର ଅଭାବ ଦେଖାଦେଇଛି। ସେହିପରି କବରସ୍ତାନରେ ସ୍ଥାନର ଅଭାବ ସୃଷ୍ଟି ହୋଇଛି। କରୋନା ଗ୍ରାଫ୍‌ କମିଲେ ବି ଶ୍ମଶାନରେ ଜୁଇ ନିଆ ଲିଭିବାର ନା ଧରୁନି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୫୮ ଲକ୍ଷ ୯ ହଜାର ୩୦୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୨ କୋଟି ୩ ଲକ୍ଷ ୧ ହଜାର ୧୭୭ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri