କରୋନା ନେଇ ଗୁଜବ ପ୍ରଚାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ଭୁବନେଶ୍ୱର,୧।୪(ବ୍ୟୁରୋ): ଦେଶ, ସମାଜ ଏବଂ ରାଜ୍ୟ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ଆଗାମୀ ଦିନରେ କରେନା ସହ ଲଢ଼ିବା ପାଇଁ ପ୍ରତିଟି ବୁନ୍ଦା ସାହସ, ଶକ୍ତି ବଜାୟ ରଖିବାକୁ ପଡ଼ିବ। ହେଲେ କିଛି ଦାୟିତ୍ୱହୀନ ବ୍ୟକ୍ତି ଗୁଜବ ସୃଷ୍ଟି କରିବାରେ ଲାଗଥିବା ଦେଖାଯାଉଛି। ବୁଧବାର କରାଯାଉଥିବା ଏକ ଗୁଜବ ଅନୁସାରେ ରାଜ୍ୟରେ ୧୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ଏକ ଗୁଜବ, ନିନ୍ଦନୀୟ ଘଟଣା,ରାଷ୍ଟ୍ରଦ୍ରୋହୀ କାର୍ଯ୍ୟ। କୌଣସି ବ୍ୟକ୍ତି ଏଭଳି କାମ କରିବାର ଦୃଷ୍ଟାନ୍ତ ମିଳିଲେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?