କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଏହାର ମୁକାବିଲା ନେଇ ସୋମବାର ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବର୍ତ୍ତମାନ ପରିସ୍ଥିତିର ସମୀକ୍ଷା
କରିଛନ୍ତି। କରୋନା ଯୁଦ୍ଧରେ ସରପଞ୍ଚମାନଙ୍କ ସହଯୋଗ ଏବଂ କାର୍ଯ୍ୟ ପ୍ରଶଂସନୀୟ ବୋଲି ସେ କହିଛନ୍ତି। ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ସମ୍ପର୍କରେ ଥିବା ଗାଇଡଲାଇନ ଉପରେ ସୂଚନା ଦିଆଯାଇଛି। ଏଥିସହ କ୍ୱାରାଣ୍ଟାଇନ ସେଣ୍ଟର ପରିଚାଳନା ଉପରେ ସମୀକ୍ଷା କରାଯାଇଛି। ଲୋକଙ୍କୁ ଗାଇଡଲାଇନ୍‌, ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା ଆଦି ନେଇ ସଚେତନ କରିବାକୁ ଜିଲାପାଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri