ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲାର। ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲାର। ତାଙ୍କ ବୟସ ୭୦ ବର୍ଷ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି।
ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…
ନୂଆଦିଲ୍ଲୀ,୨୩।୭: NEET-UG 2024 ପେପର୍ ଲିକ ମାମଲାରେ CBI ସଞ୍ଜୀବ ମୁଖିଆଙ୍କୁ କ୍ଲିନ ଚିଟ ଦେଇଛି। ତଦନ୍ତକାରୀ ସଂସ୍ଥା କହିଛି ଯେ, ସଞ୍ଜୀବ କୁମାର ଓରଫ ସଞ୍ଜୀବ…
ନୂଆଦିଲ୍ଲୀ,୨୩।୭: NEET ପେପର ଲିକ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ଉଷ୍ମତା ଜାରି ରହିଛି ।ଜନ୍ତରମନ୍ତରରେ CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ…
କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ୪ଦଫା ଦାବିପତ୍ର,…
ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…
ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…
ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…
ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…