କରୋନା ନେଲା ଆଉ ଏକ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫ ଛୁଇଁଲା

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ କଟକ ଜିଲାର। ତାଙ୍କୁ ୭୫ ବଷ ହୋଇଥିଲା। ସେ ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି ହୋଇଥିଲେ। ଗତ ୧୭ ତାରିଖ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ପୂର୍ବରୁ କରୋନାରେ ପ୍ରାଣ ହରାଇଥିବା ୪ ବ୍ୟକ୍ତିଙ୍କ ମଧ୍ୟରୁ ୨ଜଣ ଖୋର୍ଦ୍ଧାର ଓ ଆଉ ୨ ଜଣ ଗଞ୍ଜାମ ଜିଲାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri