କରୋନା ନେଲା ୩୬ ବର୍ଷ ବୟସ୍କ ଯୁବକଙ୍କ ଜୀବନ

ଭୋପାଳ, ୪ ।୪: ଭାରତରେ ପ୍ରତି ଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଶନିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରୁ ମଧ୍ୟପ୍ରଦେଶରେ ୩ ଜଣ ଏବଂ ରାଜସ୍ଥାନ-କର୍ନାଟକରେ ଜଣେ ଜଣେ ଲୋକଙ୍କ୍ ମୃତ୍ୟୁ ଘଟିଛି । ମଧ୍ୟପ୍ରଦେଶ ଛିନ୍ଦୱାଡ଼ାରେ ଜଣେ ୩୬ ବର୍ଷ ବୟସ୍କ ଯୁବକଙ୍କର କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଛି । ସେହିପରି ଇନ୍ଦୋରରେ ଜଣେ ୮୦ ବର୍ଷ ବୟସ୍କା ମହିଳା ଏବଂ ଅନ୍ୟ ଜଣେ ୪୨ ବର୍ଷ ବୟସ୍କ ଲୋକଙ୍କ ମୃତ୍ୟୁ ହୋଇଛି । ରାଜସ୍ଥାନରେ ଜଣେ ୬୦ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ କର୍ନାଟକ ବାଗଲକୋଟରେ ୭୫ ବର୍ଷ ବୟସ୍କ ବ୍ୟକ୍ତିିଙ୍କ ମୃତ୍ୟୁ ଘଟିଛି । ସେ ଜଣେ ବ୍ୟବସାୟୀ ଥିଲେ ତାଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?