‘କରୋନା’ ପାଇଁ ଘଟଗାଁ ତାରିଣୀ ମନ୍ଦିରରେ କଟକଣା

କେନ୍ଦୁଝର, ୧୯ା୩(ଡି.ଏନ.ଏ.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ କଟକଣା ଜାରି କରାଯାଇଛି। ବୁଧବାର ଦିନ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ ଭକ୍ତଙ୍କ ପାଇଁ କଟକଣା ଜାରି କରାଯାଇଛି। ପ୍ରତି ଭକ୍ତ ମଧ୍ୟରେ ଦୂରତା ରଖିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତି ଭକ୍ତ ଗୋଟିଏ ନଡିଆ ନେଇ ପୂଜା କରିବେ ଏବଂ ଭକ୍ତ ହାତ ଧୂଆ ପାଇଁ ହ୍ୟାଣ୍ଡ ୱାଶ ବ୍ୟବସ୍ଥା କରାଯାଇଛି। ପ୍ରତି ୨ଘଣ୍ଟାରେ ଥରେ ମନ୍ଦିର ଭିତରେ ସାନିଟାଇଜେସନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତାରିଣୀ ଟ୍ରଷ୍ଟ ବୋର୍ଡର ସଦସ୍ୟ ଏବଂ ମନ୍ଦିର ପୋଲିସ ଏହି କାର୍ଯ୍ୟକୁ ତଦାରଖ କରିବେ ବୋଲି ଟ୍ରଷ୍ଟ ବୋର୍ଡର ସଭାପତି ରାଜେନ୍ଦ୍ର ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri