କାଲିମେଳା,୫।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ଉଣ୍ଡ୍ରକୁଣ୍ଡା ପଞ୍ଚାୟତର ହିତାଧିକାରୀଙ୍କୁ ଦିଆଯିବାକୁ ଥିବା ପିଡିଏସ୍ ଚାଉଳକୁ ସେହି ପଞ୍ଚାୟତର ଯୋଗାଣ ସହାୟକ ହଡ଼ପ କରିଥିବା ଅଭିଯୋଗ ହୋଇଛି। କରୋନାକୁ ଦୃଷ୍ଟିରେ ରଖି ଗତ ୨ ତାରିଖ ଉଣ୍ଡ୍ରକୁଣ୍ଡା ବସ୍ତିରେ ଥିବା ପ୍ରାୟ ୮୨ ପରିବାରକୁ ପିଡିଏସ୍ ଚାଉଳ ଦେବା ପାଇଁ ସେହି ପଞ୍ଚାୟତ ଦାୟିତ୍ଵରେ ଥିବା ଯୋଗାଣ ସହାୟକ ସୁଶିଲ ମଣ୍ଡଳ ଯାଇଥିଲେ। ଚାଉଳ ଦେବା ପରେ ସେଥିରୁ ପ୍ରାୟ ୧୦ ବସ୍ତା ଚାଉଳ ବାହାର କରି ସାଧାରଣ ସିମେଣ୍ଟ ବସ୍ତା ଭିତରେ ଭର୍ତ୍ତି କରିଥିଲେ। ସେ ଜଣେ ବେପାରୀଙ୍କ ଦ୍ଵାରା ଏହି ଚାଉଳ ବିକ୍ରି କରୁଥିବା ଗ୍ରାମବାସୀ ଦେଖିଥିଲେ। ଅଭିଯୋଗ କରିବା ପରେ ପଡିଆ ବିଡିଓ ଉକ୍ତ ଯୋଗାଣ ସହାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପୂର୍ବକ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି।
Posted inମାଲକାନଗିରି, ରାଜ୍ୟ View All
ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …
ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...
ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...
୭୦% ଚାଷୀଙ୍କୁ ମିଳୁନି କେସିସି ଋଣ
ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...
୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...
ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...
ସରକାରଙ୍କ ବଡ଼ ଘୋଷଣା, ଅନ୍ଲାଇନରେ ହେବନି…
କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍ଲାଇନରେ ଗ୍ରହଣ କରାଯିବ।...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
Archives


