କରୋନା ପାଇଁ ସାମାଜିକ ଦୂରତା: ଦୀକ୍ଷାନ୍ତ ସମାରୋହରେ ଡିଗ୍ରୀ ପ୍ରମାଣପତ୍ର ଗ୍ରହଣ କଲା ରୋବୋ

ଟୋକିଓ,୫ ।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି । ଏଥିରୁ ସୁରକ୍ଷିତ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଜାପାନର ବିଜନେସ୍ ବ୍ରେକଥ୍ରୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ନିଆରା ଢ଼ଙ୍ଗରେ ଦୀକ୍ଷାନ୍ତ ସମାରୋହ ପାଳନ କରାଯାଇଛି । ସ୍ଥାନୀୟ ହୋଟେଲ ଗ୍ରାଣ୍ଡ୍ ପ୍ୟାଲେସଠାରେ ଆୟୋଜିତ ହୋଇଥିବା ଏହି ସମାରୋହରେ ଛାତ୍ରୀଛାତ୍ରଙ୍କ ବଦଳରେ ରୋବୋ ଡିଗ୍ରୀ ପ୍ରମାଣପତ୍ର ମୁଖ୍ୟ ଅତିଥିଙ୍କଠାରୁ ଗ୍ରହଣ କରିଛି । ରୋବୋଠାରେ ଲଗାଯାଇଥିବା ଆଇପଡ ମାଧ୍ୟମରେ ଛାତ୍ରୀଛାତ୍ରୀ ସମାରୋହଭ ଲାଇଭ୍ ଷ୍ଟ୍ରିମିଂ ଦେଖିପାରିଛନ୍ତି । ଏହି ଅବସରରେ ୪ଜଣଙ୍କୁ ଗ୍ରାଜୁଏସନ୍ ଡିଗ୍ରୀ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ଟୋକିଓରେ ଲକଡାଉନ୍ ଜାରି ନ ହୋଇଥିଲେ ମଧ୍ୟ ଲୋକେ ସଚେତନତ ହୋଇ ସାମାଜିକ ଦୂରତାା ବଜାୟୀ ରଖୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri