କରୋନା ପ୍ରତିରୋଧ ଲାଗି ପୁରୁଷୋତ୍ତମପୁରରେ ବିଶୋଧନ ପ୍ରକ୍ରିୟା ଆରମ୍ଭ, ଏନ୍‌ଏସି ପକ୍ଷରୁ ମାସ୍କ, ହ୍ୟାଣ୍ଡ ୱାସ୍‌ ବଣ୍ଟନ

ପୁରୁଷୋତ୍ତମପୁର, ୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିିଲା ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ବର ରାଓଙ୍କ ତତ୍ତ୍ୱାବଧାନରେ ମଙ୍ଗଳବାର ପୁରୁଷୋତ୍ତମପୁର ଅଗ୍ନିଶମ କର୍ମଚାରୀ ହାଇପ୍ରୋକ୍ଲୋରାଇଲ କେମିକାଲକୁ ସହରର ବିଭିନ୍ନ ରାସ୍ତା ଘାଟ, ସ୍ବାସ୍ଥ୍ୟ କେନ୍ଦ୍ର, ବଜାର ଆଦି ସ୍ଥାନରେ ଛିଞ୍ଚନ କରୁଛନ୍ତି। ଏହାସହ ଲୋକଙ୍କୁ ଏନ୍‌ଏସି ପକ୍ଷରୁ ମାସ୍କ, ସାନିଟାଇଜର, ହ୍ୟାଣ୍ଡ ୱାସ୍‌, ଗ୍ଳୋବ୍‌ସ ଆଦି ବଣ୍ଟନ କରାଯାଇଛି। ଛତ୍ରପୁର ଉପ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଏହି କାର୍ଯ୍ୟର ତଦାରଖ କରୁଛନ୍ତି। ବାହାରକୁ କେହି ନ ବାହାରି ନିଜ ଘରେ ରହି ସାମାଜିକ ଦୂରତା ବଜାୟ ରଖିବା ଲାଗି ସେ ଜନସାଧାରଣଙ୍କୁ ନିବେଦନ କରୁଛନ୍ତି। ଏଥିରେ ପୁରୁଷୋତ୍ତମପୁର ଥାନା ଏଏସ୍‌ଆଇ ରବୀନ୍ଦ୍ର ନାଥ ପାଣିଗ୍ରାହୀଙ୍କ ସମେତ ପୋଲିସ ଫୋର୍ସ, ଅଗ୍ନିଶମ ଅଧିକାରୀମାନେ ଉପସ୍ଥିତ ରହି ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?