କରୋନା ପ୍ରଭାବ: କର୍ମଚାରୀଙ୍କ ଦରମା କାଟ୍‌ କଲା ଜୋମାଟୋ

ନୂଆଦିଲ୍ଲୀ,୨୬।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯିବା ସହିତ ବିଭିନ୍ନ ବ୍ୟବସାୟିକ ସଂସ୍ଥାର ଦୈନଦିନ କାର୍ଯ୍ୟକୁ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଫଳରେ ବହୁ ବ୍ୟବସାୟିକ ସଂସ୍ଥା, ଶପିଂ ମଲ୍‌ ଆଦିର କାରବାରରେ ବାଧା ଉପୁଜିଛି। ଏପରିସ୍ଥଳେ ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ଜୋମାଟୋ ପକ୍ଷରୁ ଏହାର କର୍ମଚାରୀଙ୍କ ଦରମା କାଟ୍‌ କରାଯାଇଛି। କାରବାର ଆଶା ଜନକ ନ ଥିବାରୁ କମ୍ପାନୀ ଏଭଳି ପଦକ୍ଷେପ ଗ୍ରହଣ କରିଥିବା ଜୋମାଟୋ ସିଇଓ ଦିପିନ୍ଦର ଗୋଏଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଭଳି ସଙ୍କଟ ଜନକ ସ୍ଥିତିର ମୁକାବିଲା ଲାଗି କମ୍ପାନୀ ପକ୍ଷରୁ କେତେକ ଯୋଜନା ଉପରେ ଗୁରୁତ୍ୱାରୋପ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri