କରୋନା ପ୍ରଭାବ: ଗଞ୍ଜାମରେ ମିଳୁନି ମାସ୍କ

ଗଞ୍ଜାମ, ୧୬।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଭୟର ବାତାବରଣ ସୃଷ୍ଟି କରିଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଏହାର ପ୍ରଭାବ ଦେଖାଦେଇଛି। ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ମାତ୍ର ଗଞ୍ଜାମ ସହରର କୌଣସି ସ୍ଥାନରେ ମାସ୍କ ମିଳୁ ନ ଥିବା ଯୋଗୁ ସମସ୍ୟା ସୃଷ୍ଟି ହୋଇଛି। ପ୍ରଶାସନ ପକ୍ଷରୁ ଏଥିପ୍ରତି ଦୃଷ୍ଟି ଦେବାକୁ ବଡ ବଜାର ବଣିକ ସଙ୍ଘ ସମ୍ପାଦକ କାହ୍ନୁ ଚରଣ ପଣ୍ଡା ଓ ସ୍ଥାନୀୟ ଅଞ୍ଚଳବାସୀ ନିବେଦନ କରିଛନ୍ତି । ଏ ନେଇ ବିଡିଓ ଜ୍ୟୋତି ଶଙ୍କର ରାୟ କୁହନ୍ତି, ମାସ୍କ ତିଆରି କରିବାକୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଗୋଟିଏ ମାକ୍ସକୁ ୨୦ ଟଙ୍କାରେ ବିକ୍ରି କରିବା ପାଇଁ ସେମାନଙ୍କୁ କୁହାଯାଇଥିବା ବିଡିଓ ରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

ହଠାତ୍‌ ନାବାଳିକାଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri