ହିିଞ୍ଜିଳିକାଟୁ, ୧୬ା୩(ଡି.ଏନ୍.ଏ.): କରୋନାକୁ ନେଇ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଓଡ଼ିଶାରେ ପ୍ରଥମ କରୋନା ଭାଇରସ ପଜିଟିଭ ସ୍ପଷ୍ଟ ହୋଇଛି। ଏ ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି କ୍ରମରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ହିଞ୍ଜିଳିକାଟୁ ତହସିଲ ଅଞ୍ଚଳର ସମସ୍ତ ଦଣ୍ଡକାଳୀ ନାଚକୁ ଚଳିତ ବର୍ଷ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଓ ଏହାର ପ୍ରତିରୋଧ ପାଇଁ ବିଭିନ୍ନ ଉତ୍ସବ, ଯାତ୍ରା ଓ ଜନଗହଳି ବନ୍ଦ ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏଥିନେଇ ବିଭିନ୍ନ ମାଧ୍ୟମରେ ତହସିଲଦାର ଅଞ୍ଚଳର ସମସ୍ତ ଦଣ୍ଡକାଳୀ ଯାତ୍ରା କମିଟିକୁ ଏପରି ସମୟରେ ସହଯୋଗ ପାଇଁ ନିବେଦନ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...
୬ ଫୁଟ୍ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼
ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...
Archives


