କରୋନା ଭାଇରସ: ବିହାରରେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ

ପାଟନା,୨୨।୩: ଦେଶରେ କରୋନା ଭାଇରସର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ବିହାରରେ ଜଣେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ପରେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି। ଅସୁସ୍ଥ ଥିବା ଯୁବକ ଜଣଙ୍କୁ ପାଟନାର ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ କିଡ୍‌ନୀ କାମ ନ କରିବାରୁ ଶନିବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଏବେ ତାଙ୍କର ପ୍ରାୟ ୬ଟି ରିପୋର୍ଟରେ କରୋନା ପଜିଟିଭ ମିଳିଥିବା ଜଣାପଡିଛି। କିଛିଦିନ ହେବ ଯୁବକ ଜଣଙ୍କ କତାରରୁ ଭାରତ ଆସିଥିଲେ। ଯୁବକଙ୍କ ଘର ବିହାରର ମୁଙ୍ଗେର ଜିଲା ବୋଲି ଜଣାପଡିଛି। ବିହାରର ଆଉ ଜଣେ ମହିଳାଙ୍କ ନିକଟରେ କରୋନା ପଜିଟିଭ୍‌ ମିଳିଥିବା ବେଳେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ସେପଟେ ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ୍‌ ରିସର୍ଚ୍ଚ(ଆଇସିଏମ୍‌ଆର୍‌)କହିଛି ରବିବାର ଦିନ ୧୨ଟା ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୪୧ରେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri