କରୋନା ଭାଇରସ ଭୟରେ ଫିକା ପଡିଲା ହୋଲି!

ନୂଆଦିଲ୍ଲୀ,୧୦।୩: ରଙ୍ଗର ପର୍ବ ହୋଲି ସାରା ଦେଶରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କିନ୍ତୁ ଏହି ପର୍ବ ସାମାନ୍ୟ ଫିକା ପଡିଥିବା ପରିଲକ୍ଷିତ ହୋଇଛି। ଚାଇନା ରଙ୍ଗଠାରୁ ଦୂରେଇ ରହିବା ଓ କରୋନା ଭାଇରସ ସଂକ୍ରମଣ ଭୟରେ ଅନେକ ସ୍ଥାନରେ ଲୋକେ ରଙ୍ଗ ଖେଳିବାଠାରୁ ଦୂରେଇ ରହିଥିବା ଦେଖାଯାଉଛି। ଅନ୍ୟପଟେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ କରୋନା ଭାଇରସକୁ ନେଇ ରଙ୍ଗ ନ ଖେଳିବାକୁ ବାରଣ କରାଯିବା ସହ ରଙ୍ଗ ଖେଳିବା ବେଳେ କେତେଗୁଡିଏ ଦିଗ ପ୍ରତି ନଜର ରଖିବାକୁ କୁହାଯାଇଛି। ରଙ୍ଗ ଖେଳିବା ସମୟରେ କେବଳ ପରିବାର ଲୋକଙ୍କ ସହ ରଙ୍ଗ ଖେଳିବା ଭଲ ବୋଲି କହିଛି ସ୍ବାସ୍ଥ ବିଭାଗ। ଏହାସହ ଏହି ସମୟରେ କାହାକୁ ଆଲିଙ୍ଗନ ନ କରିବା, କାହାସହ ହାତ ନ ମିଳାଇବା ଆଦିକୁ ବାରଣ କରାଯାଇଛି। ସୂଚନାଯୋଗ୍ୟ, ଏବେ ସାରା ବିଶ୍ୱର ପ୍ରାୟ ୧୦୦ ଦେଶକୁ ବ୍ୟାପିଥିବା କରୋନା ଭାଇରସ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଭାରତରେ ଏବେସୁଦ୍ଧା ୪୩ ଜଣ କରୋନା ଭାଇରସରେ ସଂକ୍ରମିତ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

ଯୁଦ୍ଧ ପ୍ରଭାବ: ବଢ଼ିପାରେ ମଦ, ବିୟର ମୂଲ୍ୟ

ନୂଆଦିଲ୍ଲୀ,୨୫ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ତୈଳ ଓ ଗ୍ୟାସ୍‌ ଆମଦାନୀ ବାଧାପ୍ରାପ୍ତ ହୋଇଥିବାରୁ ଭାରତରେ ଖାଉଟିଙ୍କ ଠାରୁ ଆରମ୍ଭ କରି ଶିଳ୍ପକ୍ଷେତ୍ର ପର୍ଯ୍ୟନ୍ତ ସମସ୍ୟା ବଢିବାରେ ଲାଗିଛି।…

ଇସ୍ରାଏଲର ବଡ଼ ଘୋଷଣା: ଏହି ସର୍ତ୍ତରେ ଇରାନ ସହିତ ବନ୍ଦ ହେବ ଯୁଦ୍ଧ, ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଯୁଦ୍ଧବିରତି ନେଇ ନିରନ୍ତର ପ୍ରଶ୍ନ ଉଠାଯାଉଛି। ଏହି ସମୟରେ, ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri