କରୋନା ଭାଇରସ: ମୌଲାନାଙ୍କ ଅନ୍ତିମ ସଂସ୍କାରରେ ଯୋଗଦେଲେ ଲକ୍ଷାଧିକ ଲୋକ

ଢାକା,୨୦।୪: ପାକିସ୍ତାନରେ ଇମ୍ରାନ ଖାଁ ସରକାର ଓ ମୌଳବାଦୀ ନେତାଙ୍କ ମଧ୍ୟରେ ଲକ୍‌ଡାଉନକୁ ନେଇ ଚାଲିଥିବା ତୁତୁମେଁମେଁ ଭିତରେ ଏବେ ବାଂଲାଦେଶରେ ମଧ୍ୟ ଏଭଳି ଘଟଣା ସାମ୍ନାକୁ ଆସଛି। ଢାକାରେ ଶନିବାର ଜଣେ ମୌଲାନାଙ୍କ ଅନ୍ତିମ ସଂସ୍କାର ସମୟରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ଲକ୍ଷାଧିକ ଲୋକ ଏକାଠି ହୋଇଥିବା ଦେଖାଯାଇଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ନେଇ ବାଂଲାଦେଶରେ ଲକ୍‌ଡାଉନ ଜାରି ରହିଛି। ଡନ୍‌ରେ ପ୍ରକାଶିତ ଏକ ଖବର ଅନୁଯାୟୀ, ୫୫ ବର୍ଷୀୟ ମୌଲାନା ଜୁବେର ଅହମ୍ମଦ ଅଂସାରୀଙ୍କର ଶୁକ୍ରବାର ପରଲୋକ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ସ୍ଥାନୀୟ ମସଜିଦ ପକ୍ଷରୁ କୁହାଯାଇଥିଲା। ଏହାପରେ ପ୍ରଶାସନ ଓ ପୋଲିସ ଚୁପ୍‌ ବସିଥିବା ଏବଂ ଲୋକେ ଲକ୍‌ଡାଉନ୍‌ ନିୟମ ଭାଙ୍ଗି ଏଥିରେ ଲକ୍ଷାଧିକ ସଂଖ୍ୟାରେ ଯୋଗ ଦେଇଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri