କରୋନା ଭାଇରସ: ରାଜ ପରିବାରର ପ୍ରଥମ ସଦସ୍ୟ ସ୍ପେନ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ

ଓ୍ବାଶିଂଟନ,୨୯।୩: କରୋନା ଭାଇରସ ସଂକ୍ରମଣରେ ରାଜ ପରିବାରର ପ୍ରଥମ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ବୋରବନ-ପରମା ସ୍ପେନର ରାଜକୁମାରୀ ମାରିଆ ଟେରେସାଙ୍କର କରୋନା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୮୬ ବର୍ଷୀୟା ରାଜକୁମାରୀ ମାରିଆ ରାଜା ଫେଲିପ ୪ର୍ଥଙ୍କର ସମ୍ପର୍କୀୟ ଭଉଣୀ ଅଟନ୍ତି। ତେବେ ମାରିଆଙ୍କ ଭାଇ ପ୍ରିନ୍ସ ସିକ୍ସଟୋ ଏନରିକ ଡି ବୋରବନ ଫେସବୁକ ମାଧ୍ୟମରେ ମାରିଆ କୋଭିଡ-୧୯ରେ ପୀଡ଼ିତ ଥାଇ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଇଥିଲେ। ପ୍ୟାରିସଠାରେ ରାଜକୁମାରୀ ମାରିଆଙ୍କର ୮୬ ବର୍ଷ ବୟସରେ ମୃତ୍ୟୁ ହୋଇଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri