Posted inଫୁରସତ

କରୋନା ଭାଇରସ: ହଜାର ହଜାର ମାଙ୍କଡ଼ଙ୍କ ମଧ୍ୟରେ ଏଠି ଲାଗୁଛି ଲଢେଇ

ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ପ୍ରାୟ ବିଶ୍ୱର ୧୧୭ ଦେଶକୁ ବ୍ୟାପିସାରିଛି। ଏହାର ପ୍ରକୋପକୁ ଦେଖି ବିଭିନ୍ନ ଦେଶରେ ଏକ ପ୍ରକାର ଅଚଳାବାସ୍ଥା ଦେଖାଦେଇଛି। ଅନେକ ସ୍ଥାନରେ ସ୍କୁଲ, କଲେଜ, ମଲ୍‌, ମନ୍ଦିର ଆଦିକୁ ବନ୍ଦ କରି ଦିଆଯାଇଛି। ଏହି ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖିବାକୁ ମିଳିଛି ହଜାର ହଜାର ମାଙ୍କଡ଼ ପରସ୍ପର ମଧ୍ୟରେ ଲଢେଇ କରୁଛନ୍ତି। ଜଣାପଡିଛି କି ଏମାନେ ଖାଦ୍ୟ ପାଇଁ ଲଢେଇ କରୁଛନ୍ତି। ଦୃଶ୍ୟଟି ଥାଇଲାଣ୍ଡରେ ଥିବା ଏକ ମନ୍ଦିରର ବୋଲି କୁହାଯାଉଛି। ଉକ୍ତ ମନ୍ଦିରକୁ ପ୍ରତିଦିନ ଶହ ଶହ ସଂଖ୍ୟାରେ ଭକ୍ତ ଯାଆସ କରୁଥିବା ବେଳେ ସେଠାରେ ଥିବା ମାଙ୍କଡ଼ମାନଙ୍କୁ ଖାଦ୍ୟ ଦେଇଥାଆନ୍ତି। ହେଲେ କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଏହି ମନ୍ଦିରକୁ ବନ୍ଦ କରାଯିବା ସହ ଏଠାକୁ ଭକ୍ତମାନେ ଆସୁ ନାହାନ୍ତି। ତେଣୁ ଖାଦ୍ୟାଭାବରୁ ସେଠାରେ ଥିବା ମାଙ୍କଡ଼ମାନେ ପରସ୍ପର ମଧ୍ୟରେ ଲଢେଇ କରୁଛନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri