କରୋନା ଭାଇରସକୁ ସବୁଦିନ ପାଇଁ ହଟାଇ ଦେବି: ଟ୍ରମ୍ପ

ୱାଶିଂଟନ,୧୧ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ କରୋନାରେ ପୀଡ଼ିତ ହେବା ପରେ ଚିକିତ୍ସିତ ହୋଇ ଘରକୁ ଫେରି ଆସିଛନ୍ତି । ଏତିବି ବେଳେ ସେ ପୁଣିଥରେ କରୋନାର ଉତ୍ପତ୍ତି ସ୍ଥଳ ଚାଇନାକୁ ଟାର୍ଗେଟ କରିଛନ୍ତି । ଟ୍ରମ୍ପ ଶନିବାର ହ୍ୱାଇଟ ହାଉସରେ ଜନତାଙ୍କୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି ଆମେରିକାର ବୈଜ୍ଞାନିକ ଓ ଔଷଧ କରୋନା ଭାଇରସକୁ ସମୂଳେ ବିନାଶ କରିବ । ସୂଚନାଯୋଗ୍ୟ, ପ୍ରଥମେ ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’କବଳକୁ ନେଇ ସାରିଲାଣି । ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ମଧ୍ୟ ଏହି କରୋନା ଭାଇରସରେ ପୀଡି଼ତ ହୋଇ ୩ ଦିନ ହସ୍ପିଟାଲରେ ଚିକିତ୍ସା ପରେ ଫେରିଛନ୍ତି । ହସ୍ପିଟାଲରୁ ଫେରିବା ପରେ ସେ ପ୍ରଥମ ଥର ଶନିବାର ଜନତାଙ୍କୁ ସମ୍ବୋଧିତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri