Posted inଜାତୀୟ

କରୋନା ଭାଇରସରେ ମୃତକଙ୍କ ପରିବାରକୁ ମିଳିବ ସହାୟତା

ନୂଆଦିଲ୍ଲୀ,୧୪।୩: ଏବେ କରୋନା ଭାଇରସ କବଳରେ ଭାରତ। ଏବେସୁଦ୍ଧା ଏଠାରେ ୮୫ ଜଣ କରୋନା ଭାଇରସ ପଜିଟିଭଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ କୋରୋନା ଭାଇରସ ସଂକ୍ରମଣରେ ମୃତକଙ୍କ ପରିବାରଙ୍କୁ କେନ୍ଦ୍ର ସରକାର ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରାଯାଇଛି। କରୋନା ଭାଇରସକୁ ନେଇ ଯେଉଁମାନେ ସଚେତନତା ସୃଷ୍ଟି କରୁଛନ୍ତି ସେମାନଙ୍କ ପାଇଁ ମଧ୍ୟ ଏହା ଲାଗୁ କରାଯିବ ବୋଲି କହିଛି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। State Disaster Response Fund (SDRF)ରୁ ଏହି ସହାୟତା ପ୍ରଦାନ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri