କରୋନା ଭାଇରସ୍‌ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ସଚେତନ ରହିବାକୁ ପରାମର୍ଶ

ସିଂହପୁର,୧୪।୩(ଡି.ଏନ୍‌.ଏ.): ଯାଜପୁର ଜିଲା ସିଂହପୁର ନିକଟବର୍ତ୍ତୀ ଅଙ୍ଗାଳୋ ଲଛମନ ବାଲାଜୀୟୁ ସ୍ନାତକ ମହାବିଦ୍ୟାଳୟ ପରିସରରେ କରୋନା ସଂକ୍ରମଣର ମୁକାବିଲା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଅଧ୍ୟାପକ ଦିଲୀପ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜୁନିୟର ମହାବିଦ୍ୟାଳୟର ଅଧ୍ୟକ୍ଷ ଗଜେନ୍ଦ୍ର ଧଳ, ମୁଖ୍ୟବକ୍ତା ଅଧ୍ୟାପକ ଭରତ ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ଅଧ୍ୟାପିକା ଭାଗ୍ୟଶ୍ରୀ ରଥ, ସୁବ୍ରତ ଓଝା, ମାନିନୀ ବେହେରା ଉପସ୍ଥିତ ରହି କରୋନା ଭାଇରସ୍‌ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଥିଲେ। ଅଧ୍ୟାପକ ମଦନ ମୋହନ ପରିଡ଼ା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ଅଧ୍ୟାପକ ସୁଶାନ୍ତ ସାହୁ, ଅଧ୍ୟାପିକା ତନୁଶ୍ରୀ ପଟ୍ଟନାୟକ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri