କରୋନା ଭାଇରସ୍‌ର ଲକ୍ଷଣ ଏବଂ ପ୍ରତିକାର

ସାରା ବିଶ୍ୱକୁ ଏବେ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ବ୍ୟାପିଥିବା ଏହି ଭାଇରସ୍‌ ପ୍ରାୟ ୨୫ ଦେଶକୁ କବଳିତ କରିସାରିଲାଣି। କେବଳ ଚାଇନାରେ ବର୍ତ୍ତମାନ ସୁଦ୍ଧା ୪୨୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ହଜାର ୪୩୮ ଜଣ ଏଥିରେ ସଂକ୍ରମିତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣାପଡ଼ିଛି। ଗୋଟିଏ ଦିନରେ ୭୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହା ମହାମାରୀ ରୂପ ନେବାକୁ ବସିଛି। ଫଳରେ ଡାକ୍ତରମାନେ ମଧ୍ୟ ଏନେଇ ଚିନ୍ତିତ ହୋଇପଡ଼ିଛନ୍ତି। ତେବେ ସଜାଗ ରହିବା ପାଇଁ ଜାଣନ୍ତୁ କରୋନା ଭାଇରସ୍‌ର ଲକ୍ଷଣ ଏବଂ ପ୍ରତିକାର ସମ୍ପର୍କରେ…

କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ରୋଗୀଙ୍କ ବିଷୟରେ ଏକ ରିପୋର୍ଟରେ ପ୍ରକାଶ ପାଇଛି। କରୋନା ଭାଇରସ୍‌ ଦେଖାଦେଲେ ରୋଗୀଙ୍କୁ ଥଣ୍ଡା, କାଶ, ହେବା ସହ ନିମୋନିଆର ଲକ୍ଷଣ ମଧ୍ୟ ଦେଖିବାକୁ ମିଳିଥାଏ। ଏହି ରୋଗୀଙ୍କ ଫୁସଫୁସ୍‌ରେ ପାଣି ଭର୍ତ୍ତି ହୋଇଥାଏ। ଜ୍ୱର, କାଶ ଲାଗି ରହିବା ସହ ମାଂସପେଶୀ ଏବଂ ମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ଯନ୍ତ୍ରଣା ହୋଇଥାଏ। ହୃଦ୍‌ସ୍ପନ୍ଦନ ବଢ଼ିଯାଇଥାଏ। ମାଦକଦ୍ରବ୍ୟ ସେବନ କରୁଥିଲେ କରୋନା ଶୀଘ୍ର ଆକ୍ରାନ୍ତ କରିଥାଏ।

ଏହି ଭାଇରସ୍‌ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଲେ ଅନ୍ୟ ଜଣଙ୍କୁ ବ୍ୟାପିବାର ସମ୍ଭାବନା ରହିଥାଏ। ଏଥିପାଇଁ ମାସ୍କ ବ୍ୟବହାର ଜରୁରୀ। ଜନଗହଳିପୂର୍ଣ୍ଣ ସ୍ଥାନ ଠାରୁ ଦୂରେଇ ରୁହନ୍ତୁ। ମୁହଁ ଏବଂ ନାକକୁ ଘୋଡ଼ାଇ ରଖନ୍ତୁ। ନାକ, କାନରେ ହାତ ଲଗାଇବା ପୂର୍ବରୁ ସାବୁନ୍‌ରେ ଭଲ ଭାବରେ ହାତ ଧୁଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri