କରୋନା ଭାଇରସ୍‌ରୁ ରକ୍ଷା ପାଇଁ ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଯେପରି ଏହିରୋଗ ସମ୍ପୂର୍ଣ୍ଣ ରୂପେ ଦୂରେଇ ଯିବା ସହ ରୋଗରେ ଆକ୍ରାନ୍ତ ହୋଇଥିବା ସମସ୍ତ ବ୍ୟକ୍ତି ଖୁବ୍‌ଶୀଘ୍ର ଆରୋଗ୍ୟ ଲାଭ କରିବେ। ସେଥିନେଇ ସମସ୍ତ ସେବାୟତ ଓ ମନ୍ଦିର କାର୍ଯ୍ୟକର୍ତ୍ତାମାନେ ମା’ତାରାତାରିଣୀଙ୍କ ଶରଣାପନ୍ନ ହୋଇଥିଲେ। ମନ୍ଦିର ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶଶର୍ମା ହୋମଯଜ୍ଞ କରିଥିବା ବେଳେ ସେବାୟତ ସଂଘ ସଭାପତି ତପନ କୁମାର ରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri