କରୋନା ଭୟ: ଗାଁ ରାସ୍ତାରେ ପଡ଼ିଲା ବାଡ଼

ଏରସମା, ୨୯।୩ (ସ୍ବ.ପ୍ର.)-ମହାମାରୀ କରୋନା ସଂକ୍ରମଣ ସାରା ବିଶ୍ୱବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଭାରତରେ ଅଦ୍ୟାବଧି ଏଥିରେ ୨୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହାର ସଂକ୍ରମଣ ରୋକିବା ପାଇଁ ସଂଗରୋଧ ଏକମାତ୍ର ବିକଳ୍ପ ବୋଲି ବିଶେଷଜ୍ଞମନେ କହୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ସାରାଦେଶକୁ ଆସନ୍ତା ଏପ୍ରିଲ ୧୪ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରାଯାଇଛି। ତେବେ କେତେକ ଗ୍ରାମରେ ମଧ୍ୟ କରୋନା ସଂକ୍ରମଶ ରୋକିବା ସକାଶେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଉଥିବା ଦେଖାଯାଉଛି। ନାଉଗଁା ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମର ଲୋକେ ଏଥିପାଇଁ ଗ୍ରାମରାସ୍ତାରେ ବାଡ଼ ପକାଇ ସର୍ବସାଧାରଣ ପ୍ରବେଶ ଉପରେ ରୋକ ଲଗାଇଥିବା ଦେଖାଯାଇଛି। ବାହାର ଲୋକେ ଯେପରି ଗଁାକୁ ପ୍ରବେଶ ନ କରନ୍ତି ଓ ଗାଁ ଲୋକେ ବାହାରକୁ ନଯିବା ଉପରେ ବିଶେଷ ସଚେତନତା ସୃଷ୍ଟି କରାଯାଉଛି। ବିଶେଷ କରି ମଣିକୁଣ୍ଡଳ, ଦେଉଳୀ, କାଣିପଦା, ପୋଖରିଆପଡା, ଭଜନା, ଶରବା, ରବା ପାଟ, କାଙ୍କଣ, ଆମ୍ବିକି ପ୍ରଭୃତି ଗ୍ରାମରେ ଲୋକମାନେ ଗାଁମୁଣ୍ଡରେ ବାଡ଼ ପକାଇ ରାସ୍ତା ବନ୍ଦ କରିଥିବା ଦେଖାଯାଇଛି। କରୋନା ସଂକ୍ରମଣ ରୋକିବାକୁ ହେଲେ ଲୋକମାନେ ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ସ୍ଲୋଗାନ ଦେଇ ଲୋକମାନେ ଗ୍ରାମବାସୀଙ୍କୁ ସଚେତନ କରାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?