କରୋନା ଭୟ: ବାୟୋମେଟ୍ରିକ ବ୍ୟବହାର ନ କରିବାକୁ ବିଧାନସଭା କର୍ମଚାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): କରୋନା ଏକ ଭୟଙ୍କର ବ୍ୟାଧି ଭାବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଭାରତରେ ମଧ୍ୟ ଏହା ଚିନ୍ତାର କାରଣ ପାଲଟିଛି। ଏହାର କୌଣସି ଔଷଧ ନ ଥିବାରୁ ରାଜ୍ୟ ଏବଂ କେନ୍ଦ୍ର ସରକାର ଏହାର ସତର୍କତାମୂଳକ ପଦକ୍ଷେପ ପାଇଁ ସଚେତନତା ଉପରେ ଗୁରୁତ୍ୱ ଦେଉଛନ୍ତି। ରାଜ୍ୟ ସରକାର ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ ମେଶିନ ବ୍ୟବହାର ନ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ସମସ୍ତ ବିଭାଗକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ବୁଧବାର ସଚିବାଳୟ ପକ୍ଷରୁ ବାୟୋମେଟ୍ରିକ ମେଶିନ ବ୍ୟବହାର ନ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କର୍ମଚାରୀମାନେ ବାୟୋମେଟ୍ରିକ ମେଶିନ ବଦଳରେ ରେଜିଷ୍ଟରରେ ଦସ୍ତଖତ କରି ନିଜର ଉପସ୍ଥାପନ କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri