Posted inଜାତୀୟ

କରୋନା ଭୟ: ୪ ଟଙ୍କାରେ ବିକ୍ରି ହେଲା ଚିକେନ୍‌

ହରିୟାଣା,୧୬।୩: କରୋନା ଭାଇରସ ଏବେ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ପ୍ରଭାବ ସବୁଠି ଦେଖିବାକୁ ମିଳିଲାଣି। ବିଶେଷ ଭାବେ ପୋଲଟ୍ରି ଫାର୍ମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଯଦିଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିକେନ ଓ ମାଂସ ଖାଇଲେ କରୋନା ହେବ ନାହିଁ ବୋଲି ସ୍ପଷ୍ଟ କରିଥିଲା ଏହାପରେ ବି ଲୋକେ ଚିକେନ ଖାଇବାକୁ ପସନ୍ଦ କରୁ ନ ଥିବା ଦେଖାଯାଇଛି। ହରିୟାଣାରେ ପୋଲଟ୍ରି ଫାର୍ମରେ ପାଖାପାଖି ୩ ହଜାର କୋଟି ଟଙ୍କା କ୍ଷତି ହୋଇଥିବା କୁହାଯାଉଛି। କାରଣ କରୋନା ଭାଇରସ ଆସିବା ଦିନରୁ କୁକୁଡା ବିକ୍ରିରେ ୮୦ ପ୍ରତିଶତ କମ୍‌ ବ୍ୟବସାୟ ହୋଇଥିବା ଜଣାପଡିଛି। ଏମିତିକି ୨୦ ଦିନତଳେ ଚିକେନ୍‌ କିଲୋଗ୍ରାମ ପିଛା ୫୦ ଟଙ୍କା ବିକ୍ରି କରାଯାଉଥିବା ବେଳେ ଏବେ ଏହା ୪ ଟଙ୍କାକୁ ଖସି ଆସିଥିବା କୁହାଯାଉଛି। ସେହିପରି ୪ଟଙ୍କା ୮୦ ପଇସାରେ ବିକ୍ରି କରାଯାଉଥିବା ଅଣ୍ଡା ଏବେ ୨ଟଙ୍କାକୁ ଖସି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri