କରୋନା ଭୟରେ ଆତ୍ମହତ୍ୟା କଲେ ସରକାରୀ କର୍ମଚାରୀ

ସାହାରନପୁର,୨।୪: କରୋନା ଭାଇରସ ଏବେ ସଂକ୍ରମିତଙ୍କୁ ଯେତିକି ଡରାଉଛି ସୁସ୍ଥ ଲୋକ ମଧ୍ୟ ଏହାକୁ ସେତିକି ଭୟ କରୁଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତର ପ୍ରଦେଶର ସାହାରନପୁର ଅଞ୍ଚଳରେ। ନକୁର ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ସରକାରୀ କର୍ମଚାରୀ କରୋନା ଭାଇରସକୁ ଭୟ କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ସିନିୟର ସୁପରିଣ୍ଡେଣ୍ଡେଣ୍ଟ ଅଫ୍‌ ପୋଲିସ ଦିନେଶ କୁମାର ପି କହିଛନ୍ତି, ମୃତ ସରକାରୀ କର୍ମଚାରୀଙ୍କ ସୁଇସାଇଡ୍‌ ନୋଟ ଅନୁଯାୟୀ ସେ କରୋନାକୁ ଭୟ କରି ଆତ୍ମହତ୍ୟା କରିଥିବା ଉଲ୍ଲେଖ କରିଛନ୍ତି। ତେବେ ତାଙ୍କ ପରିବାର ଲୋକ କହିଛନ୍ତି କିଛିଦିନ ହେବ ସେ ଅବସାଦ ଭିତରେ ରହୁଥିଲେ। ସୂଚନାଯୋଗ୍ୟ, କରୋନା ଏବେ ଧୀରେ ଧୀରେ ଭାରତରେ ତା’ର କାୟା ବିସ୍ତାର କରୁଥିବା ବେଳେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri