କରୋନା ମାଡ, ସ୍ଥାଣୁ ପାଲଟିଛି ରଙ୍ଗତୁଳୀ

ଜୁନାଗଡ,୧୨।୪(ଡି.ଏନ୍‌.ଏ.)-ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଲକ୍‌ଡାଉନ ଜାରି କରିଛନ୍ତି। ଏହାର ପ୍ରଭାବରେ ଅନେକ ଲୋକ ନିଜ ଜୀବିକା ହରାଇ ବସିଛନ୍ତି। ଫଳରେ ସେମାନଙ୍କ ଚଳିବା ଏବେ କଷ୍ଟକର ହୋଇପଡିଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଚିତ୍ରକର,ରଙ୍ଗତୂଳୀ ଶିଳ୍ପୀ କାରିଗରଙ୍କ କ୍ଷେତ୍ରରେ। ରଙ୍ଗତୂଳୀ ମାଧ୍ୟମରେ ନିଜ ସଂସାର ଚଳାଉଥିବା ଏମାନଙ୍କ ଜୀବନଜୀବିକା ଏବେ କରୋନା ଯୋଗଁୁ ଦୁର୍ବିସହ ହୋଇପଡିଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାର ଶତାଧିକ ରଙ୍ଗତୁଳୀ ଶିଳ୍ପୀ, ମୂର୍ତ୍ତି କାରିଗର, ଯାନବାହାନ ଷ୍ଟିକରିଂ କରୁଥିବା କାରରଗର ଏବେ ଲକ୍‌ଡାଉନ କଟକଣା ଯୋଗଁୁ ଜୀବିକା ହରାଇ ଘରେ ବସିଛନ୍ତି। ବିବାହ, ବ୍ରତ ପରି ମାଙ୍ଗଳିକ କାର୍ଯ୍ୟ, ସରକାରୀ ଓ ବେସରକାରୀ ବିଜ୍ଞାପନ ଓ ସାଇନ ବୋର୍ଡ କରି ସେମାନେ ନିଜ ପରିବାର ପ୍ରତିପୋଷଣ କରିଥାନ୍ତି। ସରକାର ୨୧ଦିନର ଲକ୍‌ଡାଉନ ପରେ ପୁନର୍ବାର ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଯାହାଫଳରେ ସେମାନଙ୍କ ପରିବାର ଚଳିବା ଏବେ କଷ୍ଟକର ହୋଇପଡିଛି। ସରକାର ଏଥିପ୍ରତି ଦୃଷ୍ଟିଦେଇ ଏହି କାରୀଗରମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାପାଇଁ ଜିଲା ଚିତ୍ରଶିଳ୍ପୀ କଳାକାର ସଂଘ ସଭାପତି ହିମାଂଶୁ ଶେଖର ନାଏକ, ବରିଷ୍ଠ ଶିଳ୍ପୀ ଶ୍ରୀବନ୍ତ ଭାର, ଶିବଶଙ୍କର ମହାନନ୍ଦ ତଥା ଅନ୍ୟାନ କର୍ମକର୍ତ୍ତମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri