କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି। ଓଡ଼ିଶାରେ ମଧ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି। କରୋନା ମୁକାବିଲା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବା ସହ ଆସନ୍ତା ୨୨ରେ ଜନତା କର୍ଫ୍ୟୁ ପାଇଁ ଡାକରା ଦେଇଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି। ଟୁଇଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅସାଧାରଣ ସମୟରେ ଅସାଧାରଣ କାର୍ଯ୍ୟର ଆବଶ୍ୟକତା ରହିଛି। ମାନବ ସଭ୍ୟତା ପାଇଁ କରୋନା ଏକ ଭୟାନକ ଚ୍ୟାଲେଞ୍ଜ। ତେଣୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ବାନକୁ ଗ୍ରହଣ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

ମଝି ନଦୀରେ ବୁଡ଼ିଗଲା ଡଙ୍ଗା: ୧୪ ରୁ ୧୫ ଜଣ କରୁଥିଲେ ଯାତ୍ରା

ପାଟନା,୨୮।୫: ପାଟନା ଜିଲାର ଉମାନାଥ ଗଙ୍ଗା ଘାଟରେ ଏକ ମର୍ମନ୍ତୁଦ ଡଙ୍ଗା ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଚାଷୀମାନେ ଦିଆରା ଅଞ୍ଚଳକୁ ଜୀବିକା ନିର୍ବାହ ପାଇଁ…

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri