କରୋନା ମୁକାବିଲା: ଏମଏଲଏ ଲ୍ୟାଡ ଜିଲାପାଳଙ୍କୁ ଦେଲେ ବିଧାୟକ

ଦାରିଙ୍ଗବାଡି,୨୫ା୩(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବୁଧବାର ୨୦୨୦-୨୧ ଆର୍ଥିକ ବର୍ଷର ଏମଏଲଏ ଲ୍ୟାଡ ଜିଲା ପ୍ରଶାସନକୁ ଦେଇଛନ୍ତି। ଜିଲା ପ୍ରଶାସନ ନିଜ କ୍ଷମତାରେ ଏହାକୁ ଖର୍ଚ୍ଚ କରିବାକୁ ଜିଲାପାଳ ଡ.ବୃନ୍ଦା ଡି.ଙ୍କୁ ବିଧାୟକ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏମଏଲଏ ଲ୍ୟାଡକୁ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀର ୪ ବ୍ଲକ୍‌ ଯଥା ଜି. ଉଦୟଗିରି, ଟିକାବାଲି, ରାଇକିଆ ଏବଂ ଦାରିଙ୍ଗବାଡିରେ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସଂଘରୋଧ ପ୍ରକୋଷ୍ଠ, ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସହ ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକର ଜରୁରୀ ଆବଶ୍ୟକତା ପୂରଣ ପାଇଁ ଖର୍ଚ୍ଚ କରିବାକୁ ବିଧାୟକ ଚିଠିରେ ଉଲ୍ଲେଖ କରିଛନ୍ତି । ବିଧାୟକ ଏହି ଚିଠି ଦାରିଙ୍ଗବାଡି ବିଡିଓ ଡ. ଜଗଦୀଶ ଷଡଙ୍ଗୀଙ୍କ ଜରିଆରେ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?