କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍‌ଏମ୍‌ଙ୍କୁ ସରକାର ତାଲିମ ଦେବେ। ଏ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସମସ୍ତ ଜିଲା ଆୟୁର୍ବେଦିକ ମେଡିକାଲ ଅଫିସର ଓ ହୋମିଓପାଥିକ ଅଫିସରଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ ହସ୍ପିଟାଲରେ ନିୟୋଜିତ ଡାକ୍ତର, ଶେଷ ବର୍ଷ, ତୃତୀୟ ବର୍ଷର ପିଜି ଓ ୟୁଜି ଛାତ୍ରୀଛାତ୍ରଙ୍କୁ ତାଲିମ ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମାଟେରିଆଲ ଯୋଗାଇ ଦେବ। ତେବେ ମୋଟ ପ୍ରାୟ ୧୬୨୦ଜଣଙ୍କ ତାଲିମ ଦେବାକୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri