କରୋନା ମୁକାବିଲା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସମ୍ପର୍କରେ ବି ପ୍ରଧାନନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ବୈଠକରେ କ’ଣ ନିଷ୍ପତ୍ତି ନିଆଗଲା ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri