କରୋନା ମୁକାବିଲା ପାଇଁ ଆହ୍ବାନ: ଗଠନ ହେଲା ପଞ୍ଚାୟତସ୍ତରୀୟ, ଗ୍ରାମ୍ୟସ୍ତରୀୟ କମିଟି

ଆରଡି,୨୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆରଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର କରୋନା ମୁକାବିଲା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ସରପଞ୍ଚ ଅରବିନ୍ଦ ପାଢ଼ୀ ଏହି କର୍ମଶାଳାର ଅଧ୍ୟକ୍ଷତା କରିଥିବା ବେଳେ ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଇ କାର୍ଯ୍ୟ ସମ୍ପାଦନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଆରଡି ଫାଣ୍ଡି ଅଧିକାରୀ, ଆଖଣ୍ଡଳମଣି ନୋଡାଲ ସ୍କୁଲ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ, ପିଇଓ, ଜିଆରଏସ ପ୍ରମୁଖ ଯୋଗଦେଇ କରୋନା ମୁକାବିଲା ପାଇଁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ, ୱାର୍ଡମେମ୍ବର, ସ୍କୁଲ ଶିକ୍ଷକ ଓ ସ୍ବେଚ୍ଛାସେବୀମାନଙ୍କୁ ନେଇ ପଞ୍ଚାୟତ ସ୍ତରୀୟ ଓ ଗ୍ରାମ ସ୍ତରୀୟ କମିଟି ଗଠନ କରାଯାଇଥିଲା।ଏଥିସହ ବାହାର ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବାକୁଥିବା ବେଳେ ସେନେଇ ତଦାରଖ କରିବା ଦାୟିତ୍ୱ ଉକ୍ତ କମିଟି ଉପରେ ନ୍ୟସ୍ତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri