ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ଶୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା ସମୁଦାୟ ୫୭ ହଜାର ୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଯେପରି କରୋନା ସମ୍ପୂର୍ଣ୍ଣ ଦୂରେଇ ସୁସ୍ଥ ଅବସ୍ଥା ଫେରିଆସିବ ସେନେଇ ସେମାନେ ପ୍ରାର୍ଥନା ମଧ୍ୟ କରିଛନ୍ତି।
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା
Posted inଆମ ଜିଲା ଖବର, ଗଞ୍ଜାମ View All
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...
ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ
ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…
ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...
ସରକାରୀ ଜମି ଛାଡିଲେ ନାହିଁ : ଜିଦ୍ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା
ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍ଏସ୍ ଧାରା ୧୬୩ । କିଛିଦିନ ହେଲା...
Archives


