କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା ସମୁଦାୟ ୫୭ ହଜାର ୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଯେପରି କରୋନା ସମ୍ପୂର୍ଣ୍ଣ ଦୂରେଇ ସୁସ୍ଥ ଅବସ୍ଥା ଫେରିଆସିବ ସେନେଇ ସେମାନେ ପ୍ରାର୍ଥନା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri