କରୋନା ମୁକାବିଲା ଲାଗି ଏସ୍‌ଏଚ୍‌ଜି ସହାୟତା ଦେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ମୁକାବିଲା ଲାଗି କନଖିଣ୍ଡା ପଞ୍ଚାୟତ ସ୍ବୟଂ ସହାୟକ ଗୋଷ୍ଠୀ ମାଁ ସମଲେଶ୍ୱରୀ-ଏ ୧୦ ହଜାର ଟଙ୍କା ପ୍ରଧାନମନ୍ତ୍ରୀ କେୟାର ପାଣ୍ଠିକୁ ପ୍ରଦାନ କରିଛି। ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୁକାନ୍ତ ତ୍ରିପାଠୀଙ୍କୁ ସଦସ୍ୟାମନେ ଚେକ୍‌ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡିଆରଡିଏ ଏପିଡି ମହେନ୍ଦ୍ର ମହାପାତ୍ର, ନାବାର୍ଡ ଏଜିଏମ ଦେବେଶ ବେହେରା, ଏସ୍‌ବିଆଇ ଏଡିଏମ ଯୁଗଳ କିଶୋର ଶତପଥୀ, ପରମ୍‌ଜ୍ୟୋତି ବିଦ୍ୟା ନିକେତନର ମନୋଜ ସିହ୍ନା ଓ ଇମାନୁଏଲ୍‌ ସୁନା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri