କରୋନା ମୁକାବିଲା ଲାଗି ଖୋଲିଲା କଣ୍ଟ୍ରୋଲ ରୁମ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭାଇରସର ମୁକାବିଲା ଲାଗି ସାରା ଦେଶରେ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହି ଲକଡାଉନ ଘୋଷଣା ପରେ ଅଧିକାଂଶ ଓଡ଼ିଆ ଲୋକ ଦେଶ ତଥା ରାଜ୍ୟ ବାହାରେ ଅଟକି ରହିଯାଇଛନ୍ତି। ଏହି ଲୋକମାନେ ଓଡ଼ିଶା ଆସିବାକୁ କାକୁତି ମିନତି ହେଉଥିବାବେଳେ ଏହାକୁ ନଜରରେ ରଖି ରାଜ୍ୟ ସରକାର ଏକ କଣ୍ଟ୍ରୋଲ ରୁମ ଖୋଲିଛନ୍ତି। ଏହି କଣ୍ଟ୍ରୋଲ ରୁମରେ ଯୋଗାଯୋଗ କରିବା ପାଇଁ ଏକ ଫୋନ (୦୬୭୪-୨୩୯୨୧୧୫/୯୪୩୮୯୧୫୯୮୬) ନଂ ରଖାଯାଇଛି। ଗୃହବିଭାଗ ଅଧୀନରେ ଏହି କଣ୍ଟ୍ରୋଲ ରୁମକୁ ପରିଚାଳନା କରାଯିବ। ଏହି କଣ୍ଟ୍ରୋଲ ରୁମର ଦାୟିତ୍ୱରେ ଅଛନ୍ତି ଆଇଜି ଅପରେଶନ ଅମିତାଭ ଠାକୁର। ଏହା ଗୁରୁବାରଠାରୁ ଖୋଲାଯାଇଥିତ୍ବା ବେଳେ ଓଡ଼ିଶା ବାହାରେ ଥିବା ଲୋକମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ...

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଖାରବେଳ, କଲେ ଘୋଷଣା

ଭୁବନେଶ୍ୱର,୩।୫: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ସ୍ବାଧୀନ ଭାବେ ନିର୍ବାଚନ ଲଢିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ। ବାଲେଶ୍ୱରରୁ ଭାଜପା ଟିକେଟ୍‌ ପାଇଁ ଖାରବେଳ ଆଶାୟୀ ଥିଲେ।...

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri