କରୋନା ମୁକାବିଲା ଲାଗି ଛେଣ୍ଡିପଦା ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଛେଣ୍ଡିପଦା,୮ା୫(ସ୍ବ.ପ୍ର.) : ସାମ୍ପ୍ରତିକ ପରିସ୍ଥିତିରେ କରୋନା ସଂକ୍ରମଣ ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଥିବା ବେଳେ ଲୋକଙ୍କ ମନରେ ସଚେତନତା ଓ କୋଭିଡ-୧୯ ନିୟମକୁ ମାନି ଚଳିବା ପାଇଁ ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝିଙ୍କ ନେତୃତ୍ୱରେ ଶୁକ୍ରବାର ଛେଣ୍ଡିପଦା ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଏହି ଫ୍ଲାଗ ମାର୍ଚ୍ଚ ବାଗଡିଆ ଧର୍ମଶାଳାଠାରୁ ଆରମ୍ଭ ହୋଇ ବାଗଡିଆ ବଜାର, ବସଷ୍ଟାଣ୍ଡ ଛକ, ଖମାର ବଜାର ଓ ଖମାର ମନ୍ଦିର ଛକରେ ସମାପ୍ତ ହୋଇଥିଲା। ଏହି ଫ୍ଲାଗ୍‌ମାର୍ଚ୍ଚ ୩ କିମି ପର୍ଯ୍ୟନ୍ତ କରାଯିବା ସହିତ ଡାକବାଜି ଯନ୍ତ୍ର ସାହାଯ୍ୟରେ କୋଭିଡ ନିୟମ ମାନି ଚଳିବା ପାଇଁ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା। ଏହି କର୍ଯ୍ୟକ୍ରମରେ ଛେଣ୍ଡିପଦା ଥାନା ଏସ୍‌ଆଇ ପ୍ରତାପ ଚନ୍ଦ୍ର ଦଳେଇ,ଏଏସ୍‌ଆଇ ରମେଶ ପ୍ରଧାନ, ହରିହର ପ୍ରଧାନ,ବାଗଡିଆ ଫାଣ୍ଡି ଅଧିକାରୀ ଏସ୍‌ଆଇ ଅବଦୁଲ ୱାସିମ୍‌ ଖାନଙ୍କ ସମେତ ୪୦ରୁ ଊଦ୍ଧର୍‌ବ ଅଧିକାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri