କରୋନା ମୁକାବିଲା: ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ

ଦାରିଙ୍ଗବାଡ଼ି,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ପ୍ରତିହତ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅସ୍ଥାୟୀ କୋଭିଡ୍‌-୧୯ ହସ୍ପିଟାଲ କରାଯାଇଥିବା ବେଳେ ସମସ୍ତ ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ କରାଯାଇଛି। ବାହାର ରାଜ୍ୟ ଏବଂ ଜିଲାରୁ ଆସିଥିବା ଲୋକଙ୍କୁ ଉକ୍ତ କ୍ୱାରାଣ୍ଟାଇନ ଗୃହରେ ରଖାଯାଉଥିବା ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଥିପାଇଁ ସମସ୍ତ ପଞ୍ଚାୟତରେ କରାଯାଇଥିବା କ୍ୱାରାଣ୍ଟାଇନରେ ୨୪ ଘଣ୍ଟିଆ ଆଲୋକ ବ୍ୟବସ୍ଥା ପାଇଁ ଜେନେରେଟର ଏବଂ ଇନ୍‌ଭଟର ବ୍ୟବସ୍ଥା କରାଯାଇଛି। ସେହିପରି ଗଦି, ବେଡ୍‌ସିଟ୍‌, ଖଟ, ଚପଲ ଏବଂ ସାନିଟାଇଜର ବ୍ୟବସ୍ଥା ମଧ୍ୟ କରାଯାଇଛି। ସମସ୍ତ ପଞ୍ଚାୟତରେ ନୋଡାଲ ଅଫିସରଙ୍କୁ ନିୟୋଜିତ କରାଯାଇଥିବା ବ୍ଲକ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି କାର୍ଯ୍ୟରେ ବିଡିଓ ଡ.ଜଗଦୀଶ ଷଡ଼ଙ୍ଗୀଙ୍କ ତତ୍ତ୍ୱାବଧାନରେ ବ୍ଲକର ସମସ୍ତ କର୍ମଚାରୀ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri